୩୦ ଆୟୁଷ ଡାକ୍ତର ସଂକ୍ରମିତ

ଭୁବନେଶ୍ୱର: ରାଜଧାନୀରେ କୋଭିଡ ଡ୍ୟୁଟିରେ ନିୟୋଜିତ ହୋଇଥିବା ପ୍ରାୟ ୩୦ ଡାକ୍ତର କରୋନା ସଂକ୍ରମିତ ହୋଇ ସାରିଲେଣି । ସେମାନଙ୍କ ମଧ୍ୟରୁ କିଛି ସୁସ୍ଥ ହୋଇ ସାରିଥିବା ବେଳେ ଅନ୍ୟମାନେ ଚିକିତ୍ସାଧୀନ ରହିଛନ୍ତି । ତେବେ ଜଣେ ଡାକ୍ତରଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ଗୁରୁତର ରହିଥିବା ଜଣାପଡ଼ିଛି…

ଭୁବନେଶ୍ୱର, କଟକ, ଓ ପୁରୀରେ ଯୋଗାଇ ଦିଆଯିବ ଫାଭିପିରାଭିର

ଭୁବନେଶ୍ୱର: ଘରେ ସଂଗରୋଧରେ ରହୁଥିବା କରୋନା ରୋଗୀମାନଙ୍କ ପାଇଁ ସରକାର ଆଂଟିଭାଇରାଲ ଔଷଧ ଫାଭିପିରାଭିର ଯୋଗାଇଦେବେ । ପ୍ରାରମ୍ଭିକ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର ଓ ପୁରୀରେ ଏହି ଔଷଧ ଯୋଗାଇ ଦିଆଯିବ । ଅଧିକାଂଶ ରୋଗୀ ଏହି ୩ଟି ଜିଲ୍ଲାରେ ରହିଥିବାରୁ ଏଭଳି ନିଷ୍ପତି ନିଆଯାଇଥିବା ରାଜ୍ୟ…

ରିୟା ଚକ୍ରବର୍ତ୍ତୀଙ୍କ ହାଜତ ମିଆଦ ଅକ୍ଟୋବର ୨୦ ପର୍ଯ୍ୟନ୍ତ ବୃଦ୍ଧି

ମୁମ୍ବାଇ : ମୁମ୍ବାଇର ଏନଡିପିଏସ କୋର୍ଟ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଆସନ୍ତା ଅକ୍ଟୋବର ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।  ରିୟାଙ୍କ ସମେତ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ, ସୁଶାନ୍ତଙ୍କ ପୂର୍ବତନ ହାଉସ ମ୍ୟାନେଜର ସାମୁଏଲ ମିରାଣ୍ଡାଙ୍କ ହାଜତ…

ଦେଶରେ ୧ ଲକ୍ଷ ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ :  ଗତ ୨୪ ଘଣ୍ଟାରେ  ପ୍ରାୟ ୬୧ ହଜାର  ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି ।  ତେବେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଯାଇଛି । କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ…

ସିନେମା ହଲ୍ ପାଇଁ ଜାରି ହେଲା ଏସଓପି

ନୂଆଦିଲ୍ଲୀ : ଆସନ୍ତା ୧୫ ତାରିଖରୁ ଦେଶରେ ସିନେମା ହଲ୍, ଥିଏଟର ଓ ମଲ୍ଟିପ୍ଲେକ୍ସ ଖୋଲିବାକୁ ଯାଉଥିବାବେଳେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଆଜି ଏଥିଲାଗି ଏସଓପି ଘୋଷଣା କରାଯାଇଛି । ଦେଶର ସବୁ ସିନେମା ହଲ୍, ଥିଏଟର ଓ ମଲଟିପ୍ଲେକ୍ସରେ ଏସବୁ ଏସଓପି ପାଳନ କରିବା…

ଚୀନର ମୁକାବିଲା ଲାଗି ଏକାଠି ହେଲେ ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ : ବିଶ୍ୱରେ ଚୀନର ପ୍ରାଦୁର୍ଭାବ ବଢିଚାଲିଥିବାରୁ ତାହାର ମୁକାବିଲା ପାଇଁ ଏକାଠି ହୋଇଛନ୍ତି ବିଶ୍ୱର ସୁପରପାଓ୍ବାର ଆମେରିକା ଓ ଅନ୍ୟ ୩ଟି ଶକ୍ତିଶାଳୀ ଦେଶ-ଭାରତ, ଜାପାନ ଓ ଅଷ୍ଟ୍ରେଲିଆ । ଏହି ୪ଟି ଦେଶକୁ ନେଇ ଗଠିତ ମେଣ୍ଟ କ୍ବାଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଟୋକିଓଠାରେ…

ଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ଧାରଣାରେ ବସିଲେ ବରିଷ୍ଠ ସେବାୟତ

ପୁରୀ: ବିଶ୍ୱପ୍ରସିଦ୍ଧ ଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ତଥା ବରିଷ୍ଠ ସେବାୟତ ଦାମୋଦର ମହାସୁଆର ଧାରଣାରେ ବସିଥିବା ଜଣାଯାଇଛି। ସେ ତାଙ୍କ ସହଯୋଗୀମାନଙ୍କ ସହ ଧାରଣାରେ ବସିଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାର ମନ୍ଦିର…

୨୬୭୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୬୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୫୪ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧୯ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୮ ହଜାର ୩କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ…

କ୍ଷେପଣାସ୍ତ୍ର କେ-୧୫ର ପରୀକ୍ଷା ସଫଳ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଚାନ୍ଦିପୁର ଆଇଟିଆର୍ ୪ ନମ୍ବର ଲଞ୍ଚପ୍ୟାଡରୁୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ର ସୌର୍ଯ୍ୟ କେ-୧୫ର ପରୀକ୍ଷା ସଫଳ ହୋଇଛି । ଆଜି ଦିନ ୧୧ଟା ୪୦ରେ ଏହାର ପରୀକ୍ଷଣ କରାଯାଇଛି । ଏହି ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ୭୫୦ କିଲୋମିଟର ବା…

ପ୍ରାଣୀର ଭଲମନ୍ଦ ବାଣୀ…

ଏ ରାଜ୍ୟର ଅନ୍ୟତମ ବିଶିଷ୍ଟ ଜନନେତା, ରାଜନେତା ତଥା ୭ ଥର ବିଧାନସଭାକୁ ନିର୍ବାଚିତ ହୋଇ ୨ ଥର ମନ୍ତ୍ରୀ ଥିବା ପିପିଲି ବିଧାୟକ ପ୍ରଦୀପ ମହାରଥୀ ଶନିବାର ଅକ୍ଟୋବର ୩ତାରିଖ ରାତି ପ୍ରାୟ ୨.୩୮ ମିନିଟିରେ ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି । ଇଶ୍ୱର…