ଶପଥ ନେଲେ ଦୀପାଳି ଦାସ
ଭୁବନେଶ୍ୱର : ଝାରସୁଗୁଡ଼ା ବିଧାୟିକା ଭାବେ ନବନିର୍ବାଚିତା ଦୀପାଳି ଦାସ ଆଜି ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି । ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି । ଏହି ଅବସରରେ କେତେକ ମନ୍ତ୍ରୀ ଓ ବିଧାୟକ ମଧ୍ୟ!-->…