ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା
ଭୁବନେଶ୍ୱର : ଆଜି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ୩ ଦିନ ମଧ୍ୟ ବର୍ଷା ଜାରି ରହିବ। ଗତ ୨ ଦିନ ତଳେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଉପକୂଳରେ ରହିଥିବାରୁ କାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସହ ସାରା!-->…