ରାଜ୍ୟରେ ୩,୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଆଜି ୩,୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୨,୧୦୭ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧,୪୨୬ ରହିଛି । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ!-->…