ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଉପ ନିର୍ବାଚନ, ୧୦ରେ ଭୋଟ ଗଣତି
ନୂଆଦିଲ୍ଲୀ : ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏ ନେଇ ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୯ ତାରିଖରେ ଉପ ନିର୍ବାଚନ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬ ତାରିଖକୁ ମନୋନୟନ!-->…