ରାଜଧାନୀରୁ ୩୪୨ ନୂଆ ଆକ୍ରାନ୍ତ
ଭୁବନେଶ୍ୱର- ରାଜଧାନୀ ଭୁବନେଶ୍ୱରରୁ ୩୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୧୧୧ ଜଣ ହୋଇଥିବା ବେଳେ ୨୩୧ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବିଏମସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୁବନେଶ୍ୱରରେ ଏଯାବତ୍ ମୋଟ ଆକ୍ରାନ୍ତଙ୍କ!-->…