ଗୋଟିଏ ଦିନରେ ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଆଜି ପୁଣି ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୧୫ ଓ ସ୍ଥାନୀୟ ସଂକ୍ରମିତ ୧୩୨୦ ରହିଛନ୍ତି । ସୂଚନା ଓ ଲୋକ ସଂପର୍କ ବିଭାଗ ଏନେଇ ସୂଚନା ଦେଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରେ ୫୦୬, କଟକ!-->…