ରାଜ୍ୟସଭାର ୮୩ ଅଧିକାରୀ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ- ରାଜ୍ୟସଭାର ୮୩ ସରାକରୀ ଅଧିକାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ ସୂଚନା ଦେଇଛନ୍ତି । ତେଣୁ ସମସ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ସହାୟତା ପ୍ରଦାନ କରିବାକୁ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି!-->…