ବିହାର ନିର୍ବାଚନ ପାଇଁ ତାରିଖ ଘୋଷଣା
ନୂଆଦିଲ୍ଲୀ- ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନର ସୁନିଲି ଆରୋରା । ୨୪୩ଟି ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ମତଦତାନ ହେବ । ପ୍ରଥମ ଜିଲ୍ଲାର ୭୧ ବିଧାୟକ ଆସନ, ଦ୍ୱିତୀୟରେ ୧୭ଟି ଜିଲ୍ଲାର ୯୪ ଆସନ, ତୃତୀୟରେ ୧୫ଟି ଜିଲ୍ଲାର ୭୮ ଆସନ ପାଇଁ ମତଦାନ!-->…