ବିଜେଡ଼ି-ବିଜେପି କଭି ଖୁସ କଭି ଗମ : ନିରଞ୍ଜନ
ଭୁବନେଶ୍ୱର: ବର୍ତମାନ ଓଡିଶା ରାଜନୀତିରେ ଓଡିଶାବାସୀ ଏକ ନୂଆ ଚିତ୍ର ଦେଖୁଛନ୍ତି । ଏହି ଚିତ୍ରରେ କୃଷି ବିଲ୍କୁ ନେଇ ବିଜେଡି-ବିଜେପି ମଧ୍ୟରେ ଯେଉଁ ରାଜନୀତି ଚାଲିଛି ତାହା ହାସ୍ୟାସ୍ପଦ ଏବଂ ଆଲୋଚନା ସାପେକ୍ଷ ବୋଲି ପିସିସି ସଭାପତି ଶ୍ରୀ ନିରନ ପଟ୍ଟନାୟକ ଆଜିର ପ୍ରେସବାର୍ତାରେ!-->…