ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର- ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ ହୋଇଛି । ଜାରି ବିଜ୍ଞପ୍ତି ଅନୁସାରେ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟର ପୂର୍ବତନ ରେଜିଷ୍ଟ୍ରାର ବରିଷ୍ଠ ଓଏଏସ କିଶୋର ଚନ୍ଦ୍ର ଦାସଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି । ସେହିପରି ସଂସ୍କୃତି ବିଭାଗର!-->…