ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର- ଉତରପୂର୍ବ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୫ ଜିଲ୍ଲା ଯାଜପୁର, ଭଦ୍ରକ,!-->…