ଅକ୍ଟୋବର ୧୨ରୁ ୧୯ ଯାଏ ଓଜେଇଇ
ଭୁବନେଶ୍ୱର: ଅକ୍ଟୋବର ୧୨ରୁ ୧୯ ତରିଖ ପର୍ଯ୍ୟନ୍ତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହେବ । ରାଜ୍ୟରେ ଥିବା ସରକାରୀ, ଘରୋଇ ବିଶ୍ୱବିଦ୍ୟାଳୟ ଓ କଲେଜର ବି.ଟେକ୍ (ଜେଇଇ ମେନ୍ ବ୍ୟତୀତ), ବି.ଫାର୍ମା ଏମ୍ବିଏ, ଏମ୍ସିଏ, ଏମ୍.ଟେକ୍, ଏମ୍.ଟେକ୍ (ପାର୍ଟ ଟାଇମ୍),!-->…