ଲଦାଖରେ ବିଭିନ୍ନ କ୍ରୀଡ଼ା ପ୍ରକଳ୍ପର ଶିଳାନ୍ୟାସ କଲେ ରିିଜିଜୁ
ଲେହ୍ : ନୂତନ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରେ ବିଭିନ୍ନ କ୍ରୀଡ଼ା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କିରେନ୍ ରିଜିଜୁ। ଏସବୁ କ୍ରୀଡ଼ା ପ୍ରକଳ୍ପ ନିମନ୍ତେ ୧୨ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ଲେହାଟ୍ ଓପନ୍ ଷ୍ଟାଡ଼ିୟମରେ ସିନ୍ଥେଟିକ ଟ୍ରାକ୍ ଓ ଆଷ୍ଟ୍ରୋ!-->…