ଔଷଧ ଦୋକାନରେ ଚଢାଉ
ରାୟଗଡ: ଭାରତ ସରକାରଙ୍କ ଦ୍ୱାରା ନିଷିଦ୍ଧ ଘୋଷଣା ହୋଇଥିବା ଏବଂ ଅବୈଧ ଭାବେ ବିକ୍ରୀ ହେଉଥିବା ନିଶା ଦ୍ରବ୍ୟ ଉପରେ ଅଙ୍କୁଶ ଲଗାଇବା ପାଇଁ ରାୟଗଡ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରାଙ୍କ ନିର୍ଦେଶ କ୍ରମେ ସ୍ୱାସ୍ଥ୍ୟ ବିଭାଗ, ପୋଲିସ ଏବଂ ଅବକାରୀ ବିଭାଗର ମିଳିତ ଆନୁକୁଲ୍ୟରେ ରାୟଗଡ ମେନ!-->…