ଆରମ୍ଭରୁ ଗୃହ ମୁଲତବି
ନୂଆଦିଲ୍ଲୀ- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । କିନ୍ତୁ ଆରମ୍ଭରୁ ୩ଘଂଟା ପର୍ଯ୍ୟନ୍ତ ଗୃହ ମୁଲତବି ରଖାଯାଇଥିଲା । ମୁଲତବି ପରେ ପୁଣି ଥିରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । କଂଗ୍ରେସ ସାଂସଦ ଅଧିର ରଂଜନ ଚୌଧୁରୀ ଓ କେ. ସୁରେଶ ପୂର୍ବ ଲଦାଖ ସ୍ଥିତିକୁ ନେଇ ମୁଲତବି!-->…