୩,୭୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଆସି ୩,୭୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୨୧୯୧ ହୋଇଥିବା ବେଳେ ୧୫୮୬ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୮୧୫, କଟକ ୩୮୬, ଅନୁଗୁଳ ୧୧୫, ବାଲେଶ୍ୱର ୧୨୭, ବରଗଡ!-->…