ଏଆଇସିସି ନିଯୁକ୍ତ ବନ୍ୟା ନିରକ୍ଷଣ ପ୍ରତିନିଧି ଦଳର କେନ୍ଦୁଝର ଗ୍ରସ୍ତ
ଭୁବନେଶ୍ୱର: ଏଆଇସିସି ଦ୍ୱାରା ଗଠିତ ଟିମ୍ ଆଜି କେଉଁଝର ବନ୍ୟାଂଚଳ ଗ୍ରସ୍ତ କରିବା ସହିତ କ୍ଷୟକ୍ଷତିର ଆକଳନ କରିବା ପାଇଁ ଗ୍ରସ୍ତ କରିଥିଲେ । ଟିମ୍ରେ ଥିବା ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନା ଓ କଂଗ୍ରେସ ବିଧାୟକ ଦଳ ମୁଖ୍ୟ ସଚେତକ ଶ୍ରୀ ତାରାପ୍ରସାଦ ବାହିନୀପତିଙ୍କ ସହ!-->…