ତେଲୁଗୁ ଅଭିନେତା ଜୟ ପ୍ରକାଶ ରେଡ୍ଡୀଙ୍କ ପରଲୋକ
ନୂଆଦିଲ୍ଲୀ: ତେଲୁଗୁ ଅଭିନେତା ଜୟ ପ୍ରକାଶ ରେଡ୍ଡୀଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ହୃଦଘାତ ଯୋଗୁଁ ତାଙ୍କ ପରଲୋକ ହୋଇଥିବା ଜଣାପଡ଼ିଛି। ତାଙ୍କ ପରଲୋକରେ ତେଲୁଗୁ ସନେ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳିଯାଇଛି। ଆନ୍ଧ୍ରପ୍ରଦେଶର ପୂର୍ବତନ!-->…