ମହାନଦୀବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ
କଟକ: କୋଭିଡ୍ ନିୟମକୁ ଦୃଷ୍ଟିରେ ରଖି ନିରାଡମ୍ବର ଭାବେ ସ୍ଥାନୀୟ ଶିଖରପୁର ଅଞ୍ଚଳର ମହାନଦୀବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ହୃଷିକେଶ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଅନଲାଇନ୍ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସାଂସ୍କୃତିକ!-->…