ସାଂସଦ ରମେଶ ମାଝୀ କରୋନା ଆକ୍ରାନ୍ତ
ଭୁବନେଶ୍ବର : ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ନେଇ ସେ ସାମାଜିକ ଗଣ ମାଧ୍ୟମରେ ସୂଚନା ଦେଇଛନ୍ତି। ତାଙ୍କ କରୋନା ନମୁନା ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍ ଆଇସୋଲେସନରେ ଅଛନ୍ତି। ତେବେ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ!-->…