ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର- ଆସନ୍ତା ୨୪ଘଂଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା ଏବଂ ଉପକୂଳ ଓଡିଶାରେ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ସମ୍ଭାବନା ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି,କନ୍ଧମାଳ, ବୌଦ୍ଧ, ଝାସୁଗୁଡା,ବରଗଡ,!-->…