କରୋନାରେ ଆଖି ବୁଜିଲେ ଆଉ ୮ ଆକ୍ରାନ୍ତ
ଭୁବନେଶ୍ୱର- ରାଜ୍ୟରେ ଆଜି କରୋନା ନେଲା ଆଉ ୮ ମୁଣ୍ଡ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକ ୮ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩, କଟକ ୨, ଖୋର୍ଦ୍ଧା, କନ୍ଧମାଳ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ରହିଛନ୍ତି । କନ୍ଧମାଳରୁ ପ୍ରାଣ ହରାଇଥିବା!-->…