ରାଜ୍ୟର ୨୯ ଜିଲ୍ଲାରୁ ୩,୨୧୯ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର- ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୩,୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୧,୯୩୧ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧,୨୮୮ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ!-->…