ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର- ରାଜ୍ୟରେ ଆଜି କରୋନାରେ ୧୪ ଜଣଙ୍କ ଜୀବନ ଯାଇଛି । ଏନେଇ ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ମୃତକ ୧୪ଜଣଙ୍କ ମଧ୍ୟରୁ ବାଲେଶ୍ୱର, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ମାଲକାନଗିରିରୁ ୨ ଜଣ ଲେଖାଏଁ ହୋଇଥିବା ବେଳେ ବରଗଡ, ଯାଜପୁର, ପୁରୀ ଓ!-->…