୩ ଦିନ ପାଇଁ ବରଗଡ ଜିଲ୍ଲାପାଳଙ୍କ ଅଫିସ୍ ବନ୍ଦ
ବରଗଡ- ବରଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଜଣେ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ୩ ଦିନ ପାଇଁ କାର୍ଯ୍ୟାଳୟକୁ ସଟଡାଉନ ଘୋଷଣା କରାଯାଇଛି । ଅଜିଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସଟଡାଉନ ବଳବତର ରହିବ । ବରଗଡରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୪୫ରେ ପଂହଚିଥିବା!-->…