ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି
ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟାରେ ୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ୨, ରାୟଗଡା, ବଲାଙ୍ଗିର, ବରଗଡ ଓ ଭଦ୍ରକରୁ ଜଣେ ଲେଖାଏଁ ରହିଛନ୍ତି ।!-->…