ନବ ନିଯୁକ୍ତ ଭାରପ୍ରାପ୍ତ ଅଧିକାରୀଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର : ରାଜ୍ୟର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ସ୍ଥାନୀୟ ଚନ୍ଦ୍ରଶେଖରପୁର ଥାନାରେ ନୂତନ ଭାବେ ଯୋଗଦାନ କରିଥିବା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଯୁବରାଜ ସ୍ୱାଇଁଙ୍କୁ ଇତି ମଧ୍ୟରେ ଭବ୍ୟ ସ୍ୱାଗତ ପ୍ରଦାନ କରାଯାଇଛି ।!-->…