ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କୁ କରୋନା
ଗୁଆହାଟି : ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ତରୁଣ ଗୋଗୋଇ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ତରୁଣ ଗୋଗୋଇ ଟ୍ବିଟ୍ କରି ଲେଖିଛନ୍ତି ଯେ, ଗତକାଲି ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ନିକଟରେ ତାଙ୍କ!-->…