କରୋନା ସଂକ୍ରମଣରେ ଲାଗୁନି ବେକ୍ର: ଗୋଟିଏ ଦିନରେ ୨୭୫୨ ନୂଆ ପଜିଟଭି ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ଦୈନିକ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଜି ଗୋଟିଏ ଦିନରେ ୨୭୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୧୭୦୮ ଏବଂ ୧୦୪୪ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଆଜି!-->…