ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର
ଭୁବନେଶ୍ୱର- କରୋନାରେ କ୍ଷତିଗ୍ରସ୍ତ ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର ସହାୟତା ପ୍ୟାକେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ । ଏହି ପ୍ୟାକେଜରେ ଗ୍ରାମାଚଂଳର ଗରିବ, ଅତିଗରିବ ଓ ପ୍ରବାସୀଙ୍କ ପାଇଁ ୪ ପ୍ରକାର ବ୍ୟବସ୍ଥା ହୋଇଛି । ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ୫୦ ହଜାର!-->…