ସକ୍ରିୟ ହେଉଛି ଲଘୁଚାପ: ୧୧ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର- ଉତର ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର,!-->…