କରୋନା ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି
ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟାରେ ୧୦ ଜଣଙ୍କ ଜବୀନ ନେଇଛି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜମାରୁ ୫, ସୁନ୍ଦରଗଡରୁ ୨, କଟକ, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ ରହିଛନ୍ତି । ପୂର୍ବରୁ ଏମାନେ ବିଭିନ୍ନ ରୋଗରେ!-->…