ଗାନ୍ଧି ପ୍ରତିମୂର୍ତୀ ତଳେ ସରପଂଚଙ୍କ ପ୍ରତିବାଦ ଧାରଣା
ବାଲିକୁଦା: ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଗାନ୍ଧି ପ୍ରତିମୂର୍ତି ତଳେ ବାଲିକୁଦା ବ୍ଲକର ସରପଂଚ ମାନେ ବିଭିନ୍ନ ସମସ୍ୟାକୁ ନେଇ ଆଜି ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ ଜଣାଇ ବସିଥିବା ଦେଖିବାକୁ ମିଳିଥିଲା । ସରପଂଚ ସଂଘ ସଭାପତି ନିରଞ୍ଜନ ପଣ୍ଡା, ସମ୍ପାଦକ ରମେଶ ପାଇଟାଳ. କୋଷାଧ୍ୟକ୍ଷ!-->…