ପୂର୍ବତଟ ରେଳପଥ ପକ୍ଷରୁ ସଦଭାବନା ଦିବସ ପାଳିତ
ଭୁବନେଶ୍ୱର: ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟ କାର୍ଯ୍ୟାଳୟ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ସଦନ ଏବଂ ସମସ୍ତ ରେଳମଣ୍ଡଳ ମାନଙ୍କ ଠାରେ ସଦଭାବନା ଦିବସ ପାଳନ କରାଯାଇଛି । ରେଳପଥର ମହା ପ୍ରବନ୍ଧକ ଶ୍ରୀ ବିଦ୍ୟା ଭୁଷଣଙ୍କ ନେତୃତ୍ୱରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନେ ଜାତି,!-->…