ଗାନ୍ଧି ପ୍ରତିମୂର୍ତୀ ତଳେ ଧାରଣା
ବାଲିକୁଦା: ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଗାନ୍ଧି ପ୍ରତିମୂର୍ତି ତଳେ ବାଲିକୁଦା ବ୍ଲକର ସରପଞ୍ଚ ମାନେ ବିଭିନ୍ନ ସମସ୍ୟାକୁ ନେଇ ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ ଜଣାଇ ବସିଥିବା ଦେଖିବାକୁ ମିଳିଥିଲା । ସରପଞ୍ଚ ସଂଘ ସଭାପତି ନିରନ ପଣ୍ଡା, ସମ୍ପାଦକ ରମେଶ ପାଇଟାଳ. କୋଷାଧ୍ୟକ୍ଷ!-->…