କରୋନା ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି
ଭୁବନେଶ୍ୱର- ରାଜ୍ୟରେ ଆଜି ୧୦ଜଣଙ୍କ ଜୀବନ ନେଇଛି କରୋନା । ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦ ଥିଲା ବେଳେ ଖୋର୍ଦ୍ଧା ଓ ସୁନ୍ଦରଗଡରୁ ୨ ଲେଖାଏଁ, ବରଗଡ ଓ ଭଦ୍ରକ ଜିଲ୍ଲାରୁ ଜଣେ!-->…