ବିଜେପିର ୪୪ତମ ପ୍ରତିଷ୍ଠା ଦିବସ- ସାମାଜିକ ନ୍ୟାୟ ଲୋକଙ୍କ ଆସ୍ଥା ଓ ବିଶ୍ୱାସ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଭାରତୀୟ ଜନତା ପାର୍ଟି (ବିଜେପି) ଆଜି ପାଳନ କରୁଛି ୪୪ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ପାର୍ଟିର ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦଳୀୟ ପତାକା ଉତ୍ତୋଳନ କରିଥିଲେ । ପ୍ରତିଷ୍ଠା ଦିବସ ଅବସରରେ ପାର୍ଟିର କାର୍ଯ୍ୟକର୍ତ୍ତା, ସାଂସଦ ଓ!-->…