ପିଏମ କେୟାର୍ସରୁ ପାଣ୍ଠି ସ୍ଥାନାନ୍ତର ଆବେଦନ ଖାରଜ
ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବୋଚ୍ଚ ନ୍ୟାୟାଳୟ ପିଏମ କେୟାର୍ସରୁ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫଣ୍ଡକୁ ପାଣ୍ଠି ସ୍ଥାନାନ୍ତର ପାଇଁ ହୋଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ପିଏମ କେୟାର୍ସରେ ଥିବା ଅର୍ଥକୁ ଜାତୀୟ ବିପର୍ଯ୍ୟୟ ମୁକାବିଲା!-->…