ଦେଶରେ ଗତ ୨୪ ଘଂଟାରେ ୫୫,୦୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ- ଦେଶରେ ଦୈନିକ ୫୦ ହଜାର ପାର କରୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଂଟାରେ ୫୫,୦୭୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭,୦୨,୭୪କୁ ବୃଦ୍ଧି ପାଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ।!-->…