ଭୁବନେଶ୍ୱରରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ଆଜି ରାଜଧାନୀରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କମ ମଧ୍ୟରୁ ୯୨ ସଙ୍ଗରୋଧ କେନ୍ଦ୍ରର ଓ ୭୮ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ସୂଚନା ଦେଇଛନ୍ତି ମହାନଗର ନିଗମ । ସେହିପରି ଭୁବନେଶ୍ୱରରୁ ଆଉ ୧୮୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତମାନ ସୁଦ୍ଧା!-->…