ଭାରତରେ ଗତ ୨୪ ଘଂଟାରେ ୫୭,୯୮୧ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ- ଭାରତରେ ଗୋଟିଏ ଦିନରେ ୫୭,୯୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହାଇଥିବା ବେଳେ ୯୪୧ ଜଣଙ୍କ ମୃତ୍ୟୁ ହୋଇଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୪୭,୬୬୪କୁ ବୃଦ୍ଧି ପାଇଛି ବୋଲି ସ୍ୱାସ୍ଥ୍ୟ ପରିବାର ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ ୧୯,୧୯,୮୪୩ଆକ୍ରାନ୍ତ ସୁସ୍ଥ!-->…