ସୁଶାନ୍ତ ମୃତ୍ୟୁ ପଛରେ ରହିଛି ମନ୍ତ୍ରୀଙ୍କ ହାତ: ନାରାୟଣ ରାଣେ
ମୁମ୍ବଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ନାରାୟଣ ରାଣେ ରବିବାର ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସୁଶାନ୍ତଙ୍କୁ ହତ୍ୟା କରାଯାଇଛି ଏବଂ ଏହା ପଛରେ ଜଣେ ମନ୍ତ୍ରୀଙ୍କ ହାତ ରହିଛି ବୋଲି ସେ କହିଛନ୍ତି।!-->…