ରେକର୍ଡ ଭାଙ୍ଗିଲେ ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଉ ଏକ ରେକର୍ଡ କରିଛନ୍ତି । ଦେଶର ପ୍ରଥମ ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ସର୍ବାଧିକ ଦିନ ଶାସନ କରିବାର ସୁଯୋଗ ୬୭ ବର୍ଷୀୟ ମୋଦୀ ହାସଲ କରିଛନ୍ତି । ପୂର୍ବରୁ ଅଟଳ ବିହାରୀ ବାଜପେୟୀ ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ସର୍ବାଧିକ ୨୨୬୮ ଦିନ!-->…