ଓଡ଼ିଶାର ୧୪ ଜଣଙ୍କୁ ମିଳିବ ପୁଲିସ ପଦକ
ଭୁବନେଶ୍ୱର: ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୁଲିସ ପଦକ ସମ୍ପର୍କରେ ଘୋଷଣା କରାଯାଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଥିବା ପୁଲିସ ପଦକ ତାଲିକାରେ ୧୪ ଜଣ ଓଡିଶାର ପୁଲିସ ରହିଛନ୍ତି। ତଦନୁଯାୟୀ ଓଡ଼ିଶାର ୧୪ ପୁଲିସଙ୍କୁ!-->…