ପୋଲିସର ଅତ୍ୟାଚାରକୁ ସିପିଆଇର ନିନ୍ଦା
ଭୁବନେଶ୍ୱର: ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଗତକାଲି ଏକ ପ୍ରତିନିଧି ଦଳ ସିପିଆଇ ରାଜ୍ୟ ସମ୍ପାଦକ ଆଶିଷ କାନୁନ୍ଗୋ ଓ ଜାତୀୟ ପରିଷଦ ସଭ୍ୟ ଅଭୟ ସାହୁଙ୍କ ନେତୃତ୍ୱରେ ପୁରୀ ଜିଲ୍ଲାର ଗୋପ ଥାନା ଅନ୍ତର୍ଗତ ରେଢ଼ୁଆ ଗ୍ରାମରେ ପୋଲିସର ଦମନ, ମହିଳାମାନଙ୍କ ଉପରେ ନିର୍ମମ ଅତ୍ୟାଚାର ଓ!-->…