ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
ନୂଆଦିଲ୍ଲୀ- ପୈତୃକ ସମ୍ପତି ଉପରେ ଝିଅଙ୍କ ସମାନ ଅଧିକାର ରହିଛି ବୋଲି ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଶୁଣାଇଛନ୍ତି । ଆଇନ ୨୦୦୫ ଅନୁସାରେ ପିତାଙ୍କ ମୃତ୍ୟୁ ପରେ ବି ଝିଅମାନଙ୍କ ବାପାଙ୍କ ସମ୍ପତି ଉପରେ ଅଧିକାର ରହିଛି । ପୁଅରି ଯେତିକି ଅଧିକାର ଝିଅର ମଧ୍ୟ ସେତିକି ଅଧିକାର!-->…