ସ୍ୱାଧୀନତା ଦିବସକୁ ସରକାରୀ ମାର୍ଗଦର୍ଶିକା ଆଧାରରେ ପାଳନ କରାଯିବ: ଜିଲ୍ଲାପାଳ
ଯାଜପୁର : ସ୍ୱାଧୀନତା ଦିବସ ଦେଶ ଓ ଜାତି ପାଇଁ ଏକ ଗୈାରବର ପ୍ରତୀକ । ଏହାକୁ ପ୍ରତ୍ୟେକ ବର୍ଷ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଇଥାଏ । ତେବେ ଚଳିତ ବର୍ଷର ସ୍ୱାଧୀନତା ଦିବସକୁ କୋଭିଡ ସଂପର୍କରେ ସରକାରଙ୍କର ମାର୍ଗଦର୍ଶିକା ଆଧାରରେ ସ୍ୱଳ୍ପ ସଂଖ୍ୟକ ବ୍ୟକ୍ତିଙ୍କ ଉପସ୍ଥିତିରେ!-->…