୧୦ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
ନୂଆଦିଲ୍ଲୀ- ଦେଶରେ କରୋନା ସ୍ଥିତି ଦ୍ରୁତ ବୃଦ୍ଧି ପାଇଥିବା ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡଓକନଫରେନସ ଜରିଆରେ ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ । ଆନ୍ଧ୍ରପ୍ରଦେଶ,!-->…