ରାଜ୍ୟ ତମାମ ଘନଘନ ବିଦ୍ୟୁତ୍ କାଟ
ଭୁବନେଶ୍ୱର : କରୋନା ଯୋଗୁଁ ପିଲାଙ୍କ ପାଠ ପଢ଼ା ଗୁରୁତର ପ୍ରଭାବିତ ହୋଇଥିବା ବେଳେ ଅନ୍ଲାଇନ୍ ପାଠ ପଢ଼ା ଏକମାତ୍ର ବିକଳ୍ପ ସାଜିଛି। ତେବେ ଅଘୋଷିତ ବିଦ୍ୟୁତକାଟ ପିଲାଙ୍କ ପାଠ ପଢ଼ାରେ ସାଜିଛି ବଡ଼ ପ୍ରତିବନ୍ଧକ। ରାଜଧାନୀ ଠାରୁ ଆରମ୍ଭ କରି ଗଁା ଗହଳି ପର୍ଯ୍ୟନ୍ତ ସବୁଠି ସମାନ ଅବସ୍ଥା।!-->…